ରାଜ୍ୟରେ ପୁଣି ବଢ଼ିଲା ଶୀତ, ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର : ରାଜ୍ୟରେ ଏବେ କଲବଲ କରୁଛି ଶୀତ। ଗତ କାଲି ଅର୍ଥାତ୍ ରବିବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ କୁହୁଡ଼ି ହେବା ନେଇ ଆଲର୍ଟ ଜାରି ହୋଇଥିବା ବେଳେ ଆଜି ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି। ଉପକୂଳ…