ସୋମବାରରୁ କମିବ ଶୀତ: ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ କୁହୁଡି ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
ଭୁବନେଶ୍ୱର: ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସନ୍ତା ସୋମବାରରୁ ଶୀତ କମିବା ନେଇ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି,…