କମୁଛି ପାରଦ: ଘନ କୁହୁଡି ନେଇ ଆଜି ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସନ୍ତା ୪ ଦିନ ରାଜ୍ୟରେ ଅଧିକ ଶୀତ ଅନୁଭୂତ ହେବ।
ଆଗାମୀ ତିନି ଦିନ ଫୁଲବାଣୀ ଓ ରାଉରକେଲାରେ ପାରଦ ୭…