ରାଜ୍ୟରେ ଶୀତର ପ୍ରକୋପ ଜାରି, ଘନ କୁହୁଡି ନେଇ ଏହି ଜିଲ୍ଲା ଗୁଡିକୁ ୟେଲୋ ଆଲର୍ଟ
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ଶୀତର ପ୍ରକୋପ। କେତେକ ସ୍ଥାନରେ ୨ ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
୨…