ଡିସେମ୍ବର ସୁଦ୍ଧା ସବୁ ଶିକ୍ଷାନୁଷ୍ଠାନକୁ ମିଳିବ ଜମି ପଟ୍ଟା : ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର : ଡିସେମ୍ବର ସୁଦ୍ଧା ସବୁ ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ମିଳିବ। ସବୁ ସ୍କୁଲ୍କୁ ଜମି ପଟ୍ଟା ଦିଆଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଡିସେମ୍ବର ୩୦ ସୁଦ୍ଧା ସବୁ ସ୍କୁଲ୍ ଓ କଲେଜକୁ…