ଦାନା ବାନ୍ଧୁଛି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ବଡ଼ ବର୍ଷା ଆଶଙ୍କା, ଜାଣନ୍ତୁ ତାରିଖ
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଫଳରେ ନଭେମ୍ବର ପ୍ରଥମ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୬-୭ରେ…