ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ଆସନ୍ତା ଫେବୃୟାରୀ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହିତ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ମତ ବିନିମୟ କରିଛନ୍ତି । ବିଭିନ୍ନ ଯୋଜନାର ହିତାଧିକାରୀମାନେ…