ମସ୍ତିଷ୍କର ରକ୍ତସଞ୍ଚାଳନ ପ୍ରକିୟାକୁ ଠିକ୍ ରଖିଥାଏ ଏହିସବୁ ଖାଦ୍ୟ, ଜାଣନ୍ତୁ କ’ଣ କ’ଣ
ଆମେ ଶାରୀରିକ ଭାବେ ସୁସ୍ଥ ରହିବା ଯେତିକି ଗୁରୁତ୍ୱପୂର୍ଣ୍ଣ, ମାନସିକ ଭାବେ ସୁସ୍ଥ ରହିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ଯଦି ଜଣେ ମାନସିକ ସ୍ତରରେ ସୁସ୍ଥ ଓ ଶକ୍ତିଶାଳୀ ରୁହେ, ତେବେ ସମସ୍ତ ପ୍ରକାର ଅସୁବିଧା ଓ…