ଡିସେମ୍ବର ୨୮ ଏବଂ ୨୯ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବଙ୍କ ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଏବଂ ୨୯,୨୦୨୩ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କର ତୃତୀୟ ଜାତୀୟସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା ହେଉଛି ତୃତୀୟ ସମ୍ମିଳନୀ, ପ୍ରଥମଟି ୨୦୨୨…