ସୋମବାର ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବାର ସମ୍ଭାବନା, କାଲି ପାଇଁ ୧୮ଟି ଜିଲ୍ଲାକୁ ସତର୍କ ସୂଚନା
ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଶୀତ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଏଥିସହ ଆସନ୍ତା ସୋମବାର ପର୍ୟ୍ୟନ୍ତ…