ଆସନ୍ତାକାଲି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଅକ୍ଟୋବର ୩୧ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଏଥିପାଇଁ ଆଜି ପୁରୀଅଭିମୁଖେ ବାହାରିବେ ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ରବିବାର ଦିନ ପୁରୁଷୋତ୍ତମ…

ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ଖର୍ଚ୍ଚ ହେବ ୨ ହଜାର କୋଟି: ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆଜି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ କରାଯାଉଛି । ଏହି ଅବସରରେ ଆଜି ସକାଳେ ଭୁବନେଶ୍ୱରରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି । ଏହି…

କ୍ରିକେଟର ଏମଏସ ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର କଲା SBI, ତୁଲାଇବେ ଏହି ଦାୟିତ୍ୱ

ନୂଆଦିଲ୍ଲୀ: ଦିପାବଳୀ ପୂର୍ବରୁ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଭାରତୀୟ କ୍ରିକେଟର ତଥା ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ନିଜର ବ୍ରାଣ୍ଡ ଆମ୍ବାସାଡର କରିଛି । ପବ୍ଲିକ ସେକ୍ଟରରେ ସବୁଠାରୁ ବଡ଼…

ମୋବାଇଲ ସ୍କ୍ରିନରେ ଅଧିକ ସମୟ ବିତାଇବା ଦ୍ଵାରା ଛୋଟ ଛୁଆଙ୍କଠାରେ ବଢୁଛି ହୃଦୟ ରୋଗର ଆଶଙ୍କା: ରିପୋର୍ଟ

ଆଜିକାଲିର ଆଧୁନିକ ଜୀବନଶୈଳୀ ସହ ବଦଳୁଛି ଲୋକଙ୍କ ରୁଚି । ତେବେ ଏଥିରୁ ବାଦ ପଡୁନାହାନ୍ତି ଛୋଟ ଛୁଆ । ବର୍ତ୍ତମାନ ଏଭଳି ସମୟ ହୋଇଯାଇଛି ଯେ, ଫୋନ୍‌ ଟ୍ୟାବ ଏବଂ ଟିଭି ବିନା ଛୁଆ ଖାଦ୍ୟ ମଧ୍ୟ ଖାଉ ନାହାନ୍ତି ।…

ଘରେ ବାସ୍ତୁଦୋଷ ଥିଲେ ସବୁବେଳେ ଲାଗିରହେ କଳହ: ଜାଣନ୍ତୁ କିପରି ଏଥିରୁ ମୁକୁଳିବେ ?

ଘରେ ବାସ୍ତୁଦୋଷ ଥିଲେ କଳହ ଲାଗି ରହେ ବୋଲି ବାସ୍ତୁଶାସ୍ତ୍ର କହୁଛି । ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଏ, ରୋଗବ୍ୟାଧି ଲାଗି ରହେ ଇତ୍ୟାଦି। ତେଣୁ କ’ଣ କଲେ ଏସବୁରୁ…

ଏଣିକି ଦୈନିକ ଯାଞ୍ଚ ହେବ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପସ୍ଥାନ: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପସ୍ଥାନ ଏଣିକି ଦୈନିକ ଯାଞ୍ଚ ହେବ । ଦୈନିକ ଉପସ୍ଥାନ ଇ-ସ୍ପେସ୍‍ରେ ଅପ୍‍ଲୋଡ କରାଯିବାପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ…

AUS vs NZ : ଅଷ୍ଟ୍ରେଲିଆ ପ୍ରଶଂସକ ଲଗାଇଲେ ‘ଭାରତ ମାତା କି ଜୟ’ ଓ ‘ଜୟ ଶ୍ରୀ ରାମ’ର ନାରା, Video ହେଉଛି ଭାଇରାଲ

ନୂଆଦିଲ୍ଲୀ: ଆଇସିସି କ୍ରିକେଟ୍ ବିଶ୍ୱକପ୍ ୨୦୨୩ରେ ଅଷ୍ଟ୍ରେଲିଆ ବନାମ ନ୍ୟୁଜଲ୍ୟାଣ୍ଡ ମୁକାବିଲା ସମୟରେ ଧର୍ମଶାଳା ଷ୍ଟାଡିୟମରେ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ୍…

ଆଜି ସନ୍ଧ୍ୟାରେ ହବିଷ୍ୟାଳୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା ଓ ଅଭିନନ୍ଦନ

ପୁରୀ: ପବିତ୍ର ମହାକାର୍ତ୍ତିକ ବ୍ରତ ଆଜିଠାରୁ ଏକମାସ ବ୍ୟାପୀ ଆରମ୍ଭ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ପୁରୀରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହବିଷ୍ୟାଳୀ କାର୍ତ୍ତିକ ବ୍ରତର…

ନଭେମ୍ବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ ? RBI ଜାରି କଲା ଛୁଟି ଲିଷ୍ଟ୍

ନୂଆଦିଲ୍ଲୀ: ନଭେମ୍ବର ମାସ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ରହିଛି । ଯଦି ଆପଣ ନଭେମ୍ବର ମାସରେ ବ୍ୟାଙ୍କ ସହିତ ଜଡିତ କୌଣସି କାମ କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ…

କାର୍ତ୍ତିକ ମାସରେ ଭୁଲରେ ବି କରନ୍ତୁ ନାହିଁ ଏହି କାମ, ନଚେତ୍ ରାଗିଯିବେ ମା’ ଲକ୍ଷ୍ମୀ

କାର୍ତ୍ତିକ ମାସ ହେଉଛି ଭଗବାନ୍ ବିଷ୍ଣୁ ଓ ମା ଲକ୍ଷ୍ମୀଙ୍କ ଅତି ପ୍ରିୟ ମାସ । ମା ଲକ୍ଷ୍ମୀ ମଧ୍ୟ ଏହି ମାସରେ ପୃଥିବୀ ଭ୍ରମଣ କରିବାକୁ ଆସିଥାନ୍ତି ଓ ଭକ୍ତମାନଙ୍କୁ ଅପାର ଧନର ଆର୍ଶିବାଦ ଦେଇଥାନ୍ତି । ଏହି ମାସରେ…