ପୁରୀ ଓ ନୟାଗଡ଼ ଜିଲ୍ଲାପାଇଁ ୨୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀର ତାଳବଣିଆଠାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ’ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ୧୩୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ୪ ହଜାର ୧୩୦ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ…