କେବଳ ମନୋରଞ୍ଜନ ପାଇଁ ତାସ ଖେଳିବା ଅନୈତିକ ନୁହେଁ: କର୍ଣ୍ଣାଟକ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଭାରତର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କର୍ଣ୍ଣାଟକ ହାଇକୋର୍ଟଙ୍କ ଏକ ରାୟକୁ ଖାରଜ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, କେବଳ ମନୋରଞ୍ଜନ ପାଇଁ ତାସ ଖେଳିବା ଅନୈତିକ ଆଚରଣ…