ଚାଷୀଙ୍କ ପରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ହେବ ଘୋଷଣା! ଜାଣନ୍ତୁ କେବେ ବଢ଼ିବ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଚାଷୀମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ଯୋଜନା କିସ୍ତି ଜାରି କରିଛନ୍ତି । କୋଟି କୋଟି ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର କରାଯାଇଛି । ଏହି ସମୟରେ…