ଗର୍ଭାବସ୍ଥାରେ ମହିଳାମାନେ କେମିତି ଶୋଇଲେ ଶିଶୁ ପାଇଁ ହୋଇଥାଏ ଭଲ ? ଜାଣନ୍ତୁ
ପ୍ରତ୍ୟେକ ମହିଳାଙ୍କ ପାଇଁ ଗର୍ଭାବସ୍ଥା ହେଉଛି ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ। ଏପରି ଅବସ୍ଥାରେ ମହିଳାଙ୍କର ସ୍ୱତନ୍ତ୍ର ଯତ୍ନ ନେବାକୁ ପଡ଼ିଥାଏ। ସ୍ୱାସ୍ଥ୍ୟକର ଖାଦ୍ୟ ସହିତ ପର୍ଯ୍ୟାପ୍ତ ପରିମାଣରେ ଶୋଇବା ଏହି…