କେନ୍ଦୁପତ୍ର ଉପରୁ ଜିଏସ୍ଟି ପ୍ରତ୍ୟାହାର ପାଇଁ ପୁଣି ଥରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୁଣି ଥରେ ଚିଠି ଲେଖିଛନ୍ତି । ରାଜ୍ୟର ୮ଲକ୍ଷ ଗରିବ କେନ୍ଦୁପତ୍ର…