ନିଜ ପିଲାର ସ୍ମରଣଶକ୍ତି ବଢ଼ାଇବା ଚାହୁଁଛନ୍ତି କି ? ତେବେ ଆପଣାନ୍ତୁ ଏହି ଟିପ୍ସ
ଭିଟାମିନ୍ ବି-୧୨ ଶରୀର ପାଇଁ ବେଶ୍ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ।
ଛୋଟ ପିଲାଙ୍କ…