ରାଜ୍ୟରେ ଆସନ୍ତା ୩ ତାରିଖରୁ ଅନୁଷ୍ଠିତ ହେବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ତାରିଖରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ । ଏହା ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…