fbpx
BSKY
BJD MC SKY
BJD YOUTH SKY

ଓଡ଼ିଶାରେ ଅନଲାଇନ୍ କ୍ଲାସର କୁପରିଣାମ! ୧୭ ହଜାରରୁ ଉର୍ଦ୍ଧ୍ୱ ସ୍କୁଲ୍ ପିଲାଙ୍କ ଆଖିରେ ଚଷମା

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ୫ ବର୍ଷରୁ ୧୩ ବର୍ଷ ମଧ୍ୟରେ ଅଧିକ ପିଲାଙ୍କୁ ଦେଖିବାରେ ସମସ୍ୟା ଉପୁଜୁଛି । ଅତ୍ୟଧିକ ସମୟ ଟିଭି ଦେଖିବା, ମୋବାଇଲ୍ ଚଳାଇବା ହେଉ ଅବା ଅନ୍ୟକାରଣରୁ ସ୍କୁଲ ପିଲାଙ୍କ ଆଖି ଉପରେ ଏହାରକୁ…

ମଙ୍କିପକ୍ସ ମୁକାବିଲା ନେଇ୨ ପ୍ରକାରର ସର୍ଭିଲାନ୍ସ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶ୍ୱର ଅନେକ ଦେଶରେ ମଙ୍କିପକ୍ସ ବ୍ୟାପିବାରେ ଲାଗିଛି । ଅବଶ୍ୟ ଭାରତରେ ମଙ୍କିପକ୍ସ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇନି । କିନ୍ତୁ ଏଥିପାଇଁ ସରକାର ସଜାଗ ଅଛନ୍ତି । ଯଦି ମଙ୍କି ପକ୍ସ…

ସାବିତ୍ରୀ ପାଇଁ ବିଧବା ହେଲେ ପତ୍ନୀ! ରସି ଲଗାଇ ଝୁଲିପଡିଲେ ସ୍ୱାମୀ

ଢେଙ୍କାନାଳ (ଓଡ଼ିଶା ଭାସ୍କର): ପତ୍ନୀର ଚରିତ୍ରକୁ ନେଇ ପତି ପତ୍ନୀ ମଧ୍ୟରେ ମତଭେଦ ଯୋଗୁଁ ଘଟିଛି ଅଭାବନୀୟ ଘଟଣା । ଏପରିକି ସାବିତ୍ରୀ ବ୍ରତରେ ଓଡିଆଣୀମାନେ ନିଜର ସ୍ୱାମୀର ଦୀର୍ଘ ଜୀବନ କାମନାରେ ବ୍ରତ କରୁଥିଲେ ମଧ୍ୟ…

ଆଜି ବ୍ରଜରାଜନଗର ଉପନିର୍ବାଚନ ରେଜଲ୍ଟ: ୮ଟାରୁ ଭୋଟ ଗଣତି ଆରମ୍ଭ

ଝାରସୁଗୁଡ଼ା(ଓଡ଼ିଶା ଭାସ୍କର): ଆଜି ଆସିବ ବ୍ରଜରାଜନଗର ଉପନିର୍ବାଚନ ରେଜଲ୍ଟ । ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲାଟର ଭୋଟ ଗଣତି ଆରମ୍ଭ ହେବ । ସକାଳ ୮ଟା ୩୦ରୁ ଇଭିଏମରେ ହୋଇଥିବା ଭୋଟ ଗଣତି ହେବ । ୧୪ଟି ଟେବୁଲରେ ୨୦…

ଅନୁଭବଙ୍କ ଘର ଛାଡ଼ିବେ ବର୍ଷା: କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସାଂସଦ ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାରେ ଆସିଛି ବଡ଼ ଖବର । ଅନୁଭବଙ୍କ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ । ଅନୁଭବଙ୍କ ପିଟିସନକୁ ଗ୍ରହଣ କରି ବର୍ଷାଙ୍କୁ ଘର ଛାଡ଼ିବାକୁ SDJM…

ପଞ୍ଚଭୂତରେ ବିଲୀନ ହେଲେ ଗାୟକ କେକେ: ଦେଖନ୍ତୁ କିଛି Video

ମୁମ୍ବାଇ: ଗତ କିଛି ଦିନ ହେବ ମନୋରଞ୍ଜନ ଜଗତରୁ ଖରାପ ଖବର ସାମ୍ନାକୁ ଆସିୁଛି । ନିକଟରେ ହାର୍ଟ ଆଟାକ୍ ଯୋଗୁଁ ଲୋକପ୍ରିୟ ଗାୟକ କେକେଙ୍କର ଦେହାନ୍ତ ହୋଇଛି । କେକେଙ୍କ ପାର୍ଥିକ ଶରୀରକୁ ଶେଷ ଦର୍ଶନ ପାଇଁ ଅନେକ କଳାକାର…

ଲାଇନମ୍ୟାନ୍ ହେବେ ମିଶନ ଶକ୍ତି ମହିଳା: ୫ ବର୍ଷରେ ମହିଳାଙ୍କୁ ୫୦ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତିରାଜ ଜନପ୍ରତିନିଧିଙ୍କୁ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନଙ୍କ ମନ୍ତ୍ର । ସେ କହିଛନ୍ତି ଯେ, ‘ମହିଳାଙ୍କ ଲାଗି ଗଠନ ହେବ ରାଜ୍ୟସ୍ତରୀୟ ଫେଡେରେସନ । ଆସନ୍ତା ୧୨ ମାସ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଆଜି ଶୁଣାଣି ହୋଇଛି । ଉଭୟ ପକ୍ଷରୁ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ତେବେ ଆସନ୍ତାକାଲି ଯାଏଁ ସୁପ୍ରିମକୋର୍ଟ…

ସୋନିଆ ଗାନ୍ଧୀଙ୍କୁ କରୋନା: ବୈଠକରେ ସାମିଲ ହୋଇଥିବା ଅନେକ ନେତା ମଧ୍ୟ ସଂକ୍ରମିତ

ନୂଆଦିଲ୍ଲୀ: କରୋନା ମାମଲା ହ୍ରାସ ପାଇଥିଲେ ବି ଏହା ସମ୍ପୂର୍ଣ୍ଣ ଭାବେ ଦୂରେଇ ଯାଇନି । ଏହାରି ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି ।…

ପରୀକ୍ଷା ଦେବାକୁ ଯାଇ ପ୍ରେମିକ ସହ ସାବିତ୍ରୀ ଛୁ’: ଭୋ ଭୋ ହୋଇ କାନ୍ଦୁଛନ୍ତି ସତ୍ୟବାନ୍, ଦେଖନ୍ତୁ Video

ଧନ ତୁ ଫେରି ଆସେ...କୁଆଡେ ଚାଲିଗଲୁ ଲୋ ମୋତେ ଛାଡ଼ିକି... ଏପରି କହି କାନ୍ଦି କାନ୍ଦି ଖଟରେ ଗଡ଼ୁଛନ୍ତି ଜଣେ ସତ୍ୟବାନ୍ । ଏପରି ଏକ ଧୋକାଦିଆ ପ୍ରେମ କାହାଣୀ ଭଦ୍ରକ ଧୁଷୁରି ଜିଲ୍ଲାରେ ଦେଖିବାକୁ ମିଳିଛି । ପରୀକ୍ଷା…