B.ED କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର: ମେ’ ୪ରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା
ଭୁବନେଶ୍ୱର: BED କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର । ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ୱୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚଇଡି ଓ ଏମ୍ଇଡି ନାମଲେଖା ପାଇଁ…