ଖାଦ୍ୟକୁ ନଚୋବାଇ ଶୀଘ୍ର ଶୀଘ୍ର ଗିଳିଦେଉଥିଲେ ସାବଧାନ ! ଭୋଗିପାରନ୍ତି ଏହି ପରିଣାମ
ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଭଲରେ ଦୁଇ ଗୁଣ୍ଡା ଖାଇବାକୁ ବି ଲୋକଙ୍କ ପାଖରେ ତର ନାହିଁ। ତରବରିଆ ଭାବରେ ଆମେ ଖାଦ୍ୟକୁ ନଚୋବାଇ ଶୀଘ୍ର ଶୀଘ୍ର ଗିଳିଦିଅନ୍ତି । ତେବେ ଏହା ଦେହ ପ୍ରତି କେତେ କ୍ଷତିକାରକ ଆପଣ ଜାଣନ୍ତି କି…