ଅଧିକ ଚିକିତ୍ସା ପାଇଁ କାଲି ଦିଲ୍ଲୀ ସ୍ଥାନାନ୍ତର ହେବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର: ଅଧିକ ଚିକିତ୍ସା ପାଇଁ ଅଭିନେତା ପିଣ୍ଟୁ ନନ୍ଦଙ୍କୁ କାଲି ଦିଲ୍ଲୀ ନିଆଯିବ । ଦିଲ୍ଲୀର ଆଇଏସବିଏଲରେ ପିଣ୍ଟୁ ନନ୍ଦଙ୍କ ଅଧିକ ଚିିକିତ୍ସା କରାଯିବ । ଦିଲ୍ଲୀ ସ୍ଥାନାନ୍ତର ନେଇ ପିଣ୍ଟୁଙ୍କ ପରିବାର ଲୋକଙ୍କ…

ଏବର୍ଷ ଅଧିକ ଜଳିବ ଜଙ୍ଗଲ: ସତର୍କ କଲେ ପିସିସିଏଫ୍

ଭୁବନେଶ୍ୱର: ଜଙ୍ଗଲ ନିଆଁକୁ ନେଇ ବନ ବିଭାଗର ସତର୍କ ଘଣ୍ଟି । ଏବର୍ଷ ଖରାଦିନେ ଅଧିକ ଜଙ୍ଗଲରେ ନିଆଁ ଲାଗିବା ଆଶଙ୍କା ରହିଛି । ଏବର୍ଷ ଜଙ୍ଗଲରେ ଅଧିକ ନିଆଁ ଲାଗିବ ବୋଲି ପିସିସିଏଫ୍ ସତର୍କ କରାଇଛନ୍ତି । ଦୀର୍ଘ ଦିନ…

ହୋଲି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବଢ଼ିପାରେ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିବାକୁ ଯାଉଛି । ଏକ କୋଟିରୁ ଅଧିକ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଯାଉଛନ୍ତି…

ବାଦାମ ଚମକାଇବ ଚେହେରା, ଜାଣନ୍ତୁ କିପରି କରିବେ ବ୍ୟବହାର ?

ମନସୁନରେ ଚେହେରାକୁ ଚମକାଇବା ମହିଳାଙ୍କ ପାଇଁ ଚ୍ୟାଲେଞ୍ଜିଂ ରହିଥାଏ । ବର୍ଷା ଓ ଆର୍ଦ୍ରତା କାରଣରୁ ଚେହେରା ସାଧାରଣତଃ ମଳିନ ଦେଖାଯାଇଥାଏ । ଏପରି କ୍ଷେତ୍ରରେ ତ୍ୱଚାକୁ ଚମକାଇଥାଏ ଚିନାବାଦାମ । ବାଦାମ ଫେସପ୍ୟାକ୍…

ଗ୍ରାମୀଣ ବିକାଶ ବିଭାଗରେ ଡ୍ରାଇଭର, ଆସିଷ୍ଟାଣ୍ଟ ସମେତ ଅନେକ ପଦବୀରେ ନିଯୁକ୍ତି: ୪୦ ହଜାର ପର୍ଯ୍ୟନ୍ତ ରୋଜଗାର କରିବାର ସୁଯୋଗ

ନୂଆଦିଲ୍ଲୀ: ପଞ୍ଚାୟତ ଏବଂ ଗ୍ରାମୀଣ ବିକାଶ ବିଭାଗ ଅଧୀନରେ ବିଭିନ୍ନ ପଦବୀରେ ନିଯୁକ୍ତି ବାହାରିଛି । ପଶ୍ଚିମବଙ୍ଗ ପଞ୍ଚାୟତ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଆସୁଥିବା ବିସ୍ତୃତ କ୍ଷେତ୍ର ବିକାଶ ନିଗମ ଏକ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ: କର୍ଣ୍ଣାଟକର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ

ନୂଆଦିଲ୍ଲୀ: କର୍ଣ୍ଣାଟକ ନିର୍ବାଚନ ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଧର୍ମେନ୍ଦ୍ରଙ୍କ କର୍ଣ୍ଣାଟକ ବିଜେପିର ନିର୍ବାଚନ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି । ରାଷ୍ଟ୍ରୀୟ ସଭାପତି ଜେ.ପି…

ଦଶମ ଶ୍ରେଣୀ ପାଇଁ ହେବ ନାହିଁ ବୋର୍ଡ ପରୀକ୍ଷା, NEPରେ ରହିଛି ଏହି ନିୟମ! ଜାଣନ୍ତୁ ଏହାର ସତ୍ୟତା

ନୂଆଦିଲ୍ଲୀ: ଆଜିକାଲି ନୂତନ ଶିକ୍ଷା ନୀତି (NEP) ସମ୍ବନ୍ଧରେ ହ୍ୱାଟ୍ସଆପରେ ଏକ ମେସେଜ୍ ଭାଇରାଲ ହେବାରେ ଲାଗିଛି । ଏହି ଭାଇରାଲ ମେସେଜରେ ଦାବି କରାଯାଇଛି କି, ଏନଇପି ଅଧିନରେ ଏବେ ୧୦ମ ବୋର୍ଡ ପରୀକ୍ଷା କରାଯିବ…

ପୂଜାରେ ଧୂପ କାଠି ଜଳାଇବା ସମୟରେ କରନ୍ତୁନି ଏହି ଭୁଲ: ନଚେତ୍ ଅଟକିଯିବ ବଂଶବୃଦ୍ଧି

ଘର କିମ୍ବା ମନ୍ଦିରରେ ପୂଜା କରୁଥିବା ବେଳେ ଆମେ ସମସ୍ତେ ଧୂପ କିମ୍ବା କର୍ପୂର ପରି ଜିନିଷ ଜାଳିଥାଉ। ଆମେ ଏହା କିଛି ପରମ୍ପରା ଅନୁଯାୟୀ କରିଥାଉ କିମ୍ବା ସନାତନ ଧର୍ମରେ ଏ ବିଷୟରେ କୌଣସି ନିୟମ ଦିଆଯାଇଛି। ଆପଣ କେବେ…

ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅର୍ଜ୍ଜୁନ ଚରଣ ଦାସଙ୍କ ପରଲୋକ

ଯାଜପୁର: ରାଜ୍ୟରେ ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲାକୁ ନେଇ ଚର୍ଚ୍ଚା ଚାଲିଥିବା ସାମ୍ନାକୁ ଆସିଛି ଆଉ ଏକ ଦୁଃଖଦ ଖବର । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜ୍ଜୁନ ଚରଣ ଦାସଙ୍କର ମୃତ୍ୟୁ…

ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କୁ ମହୁମାଛି ଆକ୍ରମଣ

ଭୁବନେଶ୍ୱର: ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କୁ ମହୁମାଛି ଆକ୍ରମଣ କରିଥିବା ଘଟଣା ସାମ୍ନାକୁ ଆସିଛି । ସୂଚନା ମୁତାବକ, ମହୁମାଛି ଆକ୍ରମଣରେ ବିଧାୟକ ଜଣକ ଆହତ ହୋଇଛନ୍ତି । ଯାହାଫଳରେ ବିଧାୟକଙ୍କୁ ମେଡିକାଲରେ…