ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁଠାରେ ସିନିୟର୍ ଡିଭିଜନ୍ ସିଭିଲ୍ ଜଜ୍ କୋର୍ଟ ଉଦଘାଟିତ
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍. ମୁରଲୀଧର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁଠାରେ ଭର୍ଚୁଆଲ ମାଧ୍ୟମରେ ସିନିୟର ଡିଭିଜନ ସିଭିଲ ଜଜ୍…