ରାଜ୍ୟ କ୍ୟାବିନେଟ: ୬ଟି ପ୍ରସ୍ତାବରେ ବାଜିଲା ମୋହର, ୧୨୫ OAS ପଦବୀ ସୃଷ୍ଟି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । କ୍ୟାବିନେଟରେ ୬ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ସୂଚନା…