ଖଲ୍ଲିକୋଟ: ଖଲ୍ଲିକୋଟ ଥାନା ବଧିନୂଆପଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲା ସାମ୍ନାକୁ ଆସିଛି ।
ଏକ ଅଟୋ ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ଓ ପରେ ଏମକେସିଜି ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।
ଗୁରୁତର ଦୁହେଁ ହେଉଛନ୍ତି କେ. ନିମିନା ଗାଁର ଶ୍ରୀଧର ପ୍ରଧାନ ଓ ଆଲଫଶ ସେଠୀ ।