fbpx

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଅଟୋ: ୧୮ ଜଣ ଆହତ

ଝରିଗାଁ: ଚନ୍ଦାହାଣ୍ଡି ଘାଟିରେ ଅଟୋ ଓଲଟିବା ଖବର ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୧୮ ଜଣ ଲୋକେ ଆହତ ହୋଇଥିବା ଜଣାପଡିଛି । ଅଟୋ ନିଜର ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଛି । ତେବେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ପରେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.