fbpx

ନବୀନଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୦ ।୧(ଓଡିଶା ଭାସ୍କର): ଗଞ୍ଜାମ ଜିଲ୍ଲାରେ ନାଗରିକତା ସଂଶୋଧନ ଆଇନ ବା ସିଏଏ ସଚେତନତା ରାଲି କରିଛନ୍ତି କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟା । ଏହି ରାଲିରେ କେନ୍ଦ୍ରମନ୍ତ୍ରୀ ବାବୁଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଭୁରି ଭୁରି ପ୍ରଶଂସା କରିଛନ୍ତି । ବାବୁଲ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ ଅପକ୍ଷୋ ନବୀନ ଜଣେ ଦକ୍ଷ ନେତା । ଜଣେ ସାଧାରଣ ବ୍ୟକ୍ତି ମଧ୍ୟ ନବୀନଙ୍କୁ ସାକ୍ଷାତ କରିପାରୁଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.