fbpx
BJD SKY
BJD SKY

ଓମିକ୍ରନ୍ ଭୟ, ରାଜଧାନୀରେ କଟକଣାରେ ପାଳିତ ହେବ ବଡଦିନ: ବିଏମ୍‌ସି

BJD

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଥିବା ବେଳେ ପର୍ବପର୍ବାଣି ପାଳନ ଓ ଲୋକ ଗହଳି ଉପରେ କଟକଣା ଲଗାଇଛି ବିଏମ୍‌ସି । ବିଏମ୍‌ସି କମିଶନର ସଞ୍ଜୟ ସିଂ କହିଛନ୍ତି, କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଖ୍ରୀଷ୍ଟମାସ ପାଳନ କରାଯିବ । ବର୍ତ୍ତମାନ ସ୍ଥିତିକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ । ନୂଆବର୍ଷ ପାଇଁ ରାଜ୍ୟ ସରକାର ଲାଗୁ କରିଥିବା କଟକଣାକୁ କଡ଼ାକଡ଼ି ପାଳନ କରାଯିବ । ବଡ଼ଦିନ ଓ ନୂଆବର୍ଷରେ ଅଧିକ ଗହଳି ହେବାକୁ ଥିବାରୁ ଏହି ଅବସରରେ ଗହଳି ଏଡ଼ାଇବାକୁ ତଥା ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି କମିଶନର ।

Get real time updates directly on you device, subscribe now.