fbpx

ଆଜି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ

ବଲାଙ୍ଗିର(ଓଡ଼ିଶା ଭାସ୍କର): ଆଜି ବିଜେପିର ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି । ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି ମଧ୍ୟ କରିଛି ବିଜେପି । ତେବେ ଏହି କ୍ରମରେ ଆଜି ସକାଳୁ ସକାଳୁ ଜିଲ୍ଲାରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଗାଡ଼ି ଚଳାଚଳ ଓ ଦୋକାନ ବଜାର ସବୁକିଛି ବନ୍ଦ ରହିଛି ।

Get real time updates directly on you device, subscribe now.