fbpx

ଆସନ୍ତାକାଲି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ

ବଲାଙ୍ଗିର,୪ ।୨(ଓଡିଶା ଭାସ୍କର): ଆସନ୍ତାକାଲି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା ଦିଆଯାଇଛି । ରାଜ୍ୟ ବାର୍ କାଉନସିଲଙ୍କ ଓକିଲ ମାରଣ ନୀତିକୁ ବିରୋଧ କରାଯାଇଛି । ବିଭିନ୍ନ ସାମାଜିକ ସଙ୍ଗଠନ ଓ ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି ।

Get real time updates directly on you device, subscribe now.