fbpx

ବାହାର ରାଜ୍ୟରୁ ଓଡ଼ିଶାକୁ ଆସିବା ପାଇଁ ଥିବା କଟକଣା ହଟିଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୀ ପାଇଁ ଓଡ଼ିଶା ଆସିବା ପାଇଁ ଅନେକ କଟକଣା ଲାଗୁ ହୋଇଥିଲା । କିନ୍ତୁ ବର୍ତ୍ତମାନ ଏହା ଉପରୁ କଟକଣା ହଟାଇ ଦିଆଯାଇଛି । ଏଣିକି ଓଡ଼ିଶା ଆସିବା ପାଇଁ ଦରକାର ପଡ଼ିବ ନାହିଁ କରୋନା ଟେଷ୍ଟ ରିପୋର୍ଟ । ଏହାବ୍ୟତୀତ ଆଣ୍ଟିଜେନ୍ କିମ୍ବା ଆରଟିପିସିଆର୍ ରିପୋର୍ଟ କି ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ରର ମଧ୍ୟ ଆବଶ୍ୟକତା ପଡ଼ିବ ନାହିଁ । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।

Get real time updates directly on you device, subscribe now.