fbpx

ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬ ।୧୧: ଦେଶରେ କରୋନା ଭାଇରସର ବଢୁଥିବା ସଂଖ୍ୟାକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ଚଳାଚଳ ଅନୁମତିକୁ ବାତିଲ କରିଛି କେନ୍ଦ୍ର । ଡିସେମ୍ବର ଗାଇଡଲାଇନରେ ସାମାନ୍ୟ ପରିବର୍ତ୍ତନ ଆଣି ଏହାକୁ ବାତିଲ କରାଯାଇଛି । ଡିସେମ୍ବର ୩୧ ଯାଏ ବିଦେଶକୁ ବିମାନ ଚଳାଚଳ ଉପରେ କଟକଣା ଲାଗୁ ହୋଇଛି । କିନ୍ତୁ ମାଲବାହୀ ବିମାନ ଉପରେ କଟକଣା ନାହିଁ । ତେବେ ଗତକାଲି ଡିସେମ୍ବର ଗାଇଡଲାଇନ ଜାରି କରିଥିଲା ଗୃହ ମନ୍ତ୍ରାଳୟ । ଏହି ନୂଆ ଗାଇଡଲାଇନରେ ଅନ୍ତର୍ଜାତୀୟ ବିମାନ ସେବାକୁ ଅନୁମତି ମିଳିଥିଲା ।

Get real time updates directly on you device, subscribe now.