ନିଲମ୍ବିତ ହେଲେ ବରଗଡ ସିଏସଓ

0 850

ବରଗଡ,୨୨ ।୧୧(ଓଡିଶା ଭାସ୍କର): ବରଗଡ ଜିଲ୍ଲା ଯୋଗାଣ ଅଧିକାରୀ ବା ସିଏସଓଙ୍କୁ ନିଲମ୍ବନ କରାଯାଇଛି । କାର୍ଯ୍ୟରେ ଅବହେଳା କରିବା ଯୋଗୁଁ ସିଏସଓଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ଅଧିକାରୀ ଜଣକ ହେଉଛନ୍ତି ଶ୍ରୀକର ମାଝୀ ।

ତେବେ ଧାନ ବିକ୍ରି ନେଇ ସମସ୍ୟା ଭିତରେ କର୍ତ୍ତବ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.