fbpx

ବିପଦରେ ଭୁବନେଶ୍ୱର! ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୮ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୬ଜଣ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରୁ ୨୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.