ଭକ୍ତ ଚରଣ ଦାସ ପିସିସି ସଭାପତି ନିଯୁକ୍ତ, ଏନେଇ ଏଆଇସିସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଭକ୍ତ ଚରଣ ଦାସ ପିସିସି ସଭାପତି ନିଯୁକ୍ତ । ଏନେଇ ଏଆଇସିସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । କଂଗ୍ରେସ ସଭାପତିଙ୍କ ଅନୁମୋଦନ ପରେ ନିଯୁକ୍ତି ।

ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ ।