fbpx
BSKY SKY
BSKY SKY

ଭଞ୍ଜନଗର: ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

BSKY

ଭଞ୍ଜନଗର: (ଓଡ଼ିଶା ଭାସ୍କର) ସୋରଡ଼ା ଥାନା କେଶରୀପାଟଣା ନିକଟରେ ସଡ଼କ ଦୁର୍ଘଟଣା । ବିଳମ୍ବିତ ରାତିରେ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା । ୨ ବାଇକ୍‌ ଧକ୍କାରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର ବେଳେ ବାଟରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟ ଜଣେ ଗୁରୁତର ବ୍ରହ୍ମପୁରରେ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.