fbpx

ଲୋକସଭା କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ ଭର୍ତ୍ତୃହରି ମହତାବ; ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭାକୁ ଲଗାତାର ସାତ ଥର  ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ।

Get real time updates directly on you device, subscribe now.