fbpx

ରାଜଧାନୀରେ ହ୍ରାସ ପାଇଲା ନୂଆ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋଟେ ପଟେ ଜାତୀୟ ରାଜଧାନୀ ଦିଲ୍ଲୀରେ କୋଭିଡ୍ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଓଡିଶାର ରାଜଧାନୀ ଭୁବନେଶ୍ୱରରେ ବି କୋଭିଡ୍ ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱରରେ ଗତ ୨୪ ଘଣ୍ଟାରେ ୫୬୬ ନୂଆ ମାମଲା ସାମନାକୁ ଆସିଛି । ଯାହା ଆଶ୍ୱସ୍ତି ଦେଇଛି ନୂଆ ସଂକ୍ରମଣ ରିପୋର୍ଟ ।

ଆଜି ଚିହ୍ନଟ ହୋଇଥିବା ୫୬୬ ନୁତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେନଣ୍ଟାଇନ୍ ରୁ ୧୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୫୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହିତ ୧୨୩୧ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.