fbpx

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୩ ଦିନ ପାଇଁ ସ୍କୁଲ ଛୁଟି

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଏବଂ ବଢ଼ୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଏପ୍ରିଲ ୧୮ରୁ ୨୦ ତାରିଖ ଯାଏ ସମସ୍ତ ସ୍କୁଲ ଛୁଟି ରହିବ । ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିବାବେଳେ ଏଭଳି ସ୍ଥିତି ଆସନ୍ତା ୩ ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିିଛି । ଏକାଧିକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟକୁ ୩ ଦିନ ଛୁଟି ଘୋଷଣା କରିଛନ୍ତି ସରକାର ।

Get real time updates directly on you device, subscribe now.