fbpx

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୨୪/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨୩ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୮୮୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଖୋର୍ଦ୍ଧା ରୁ ୬୫୩, କଟକରୁ ୫୬୭, ପୁରୀରୁ ୨୦୩, ଜଗତସିଂହପୁର ରୁ ୧୯୩, ଝରସୁଗୁଡ଼ାରୁ ୧୭୪, ବାଲେଶ୍ୱରରୁ ୧୬୨, ଅନୁଗୁଳୁ ରୁ ୧୫୫, ଯାଜପୁରରୁ ୧୫୧, ବରଗଡ଼ରୁ ୧୦୮, ଭଦ୍ରକରୁ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Get real time updates directly on you device, subscribe now.