fbpx

BIG NEWS; ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ; ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisement

ଓଡିଶା ଭାସ୍କର; ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ ହେବା ନେଇ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ପରିଚାଳିତ ହେବ । ଲୋକସଭା ଭବନରେ ସମସ୍ତଙ୍କ ଉପସ୍ଥିତିରେ ଏହି ବୈଠକ ହେବ ବୋଲି ଜଣାପଡିଛି । ଏହି ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କୁହାଯାଉଛି ।

Get real time updates directly on you device, subscribe now.