fbpx

ନବୀନଙ୍କ ସମର୍ଥନ ମାଗିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ

ଭୁବନେଶ୍ୱର,୧୦ ।୯(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଜି ଫୋନ ଯୋଗେ କଥା ହୋଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ନୀତିଶ ନବୀନଙ୍କ ସମର୍ଥନ ଲୋଡିଛନ୍ତି । ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପାଇଁ ସମର୍ଥନ ମାଗିଛନ୍ତି ନୀତିଶ । ତେବେ ଗତ ଉପାଧାକ୍ଷା ନିର୍ବାଚନରେ ହରିବଂଶଙ୍କୁ ବିଜେଡି ସମର୍ଥନ କରିଥିଲା ।

Get real time updates directly on you device, subscribe now.