ବଡ଼ ଖବର: ବାୟୋମେଟ୍ରିକ ଉପସ୍ଥାନ ହେଲା ବାଧ୍ୟତାମୂଳକ, ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର ।  ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି  ବିଡିଓଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା ।

ଭୁବନେଶ୍ବର: ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର ।  ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି  ବିଡିଓଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା ।

ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗୁହେବ । ଯଥାଶିଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର।