ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟିକ୍, ଡେରିରେ ଅଫିସ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏନେଇ ନେଇଛନ୍ତି ନିଷ୍ପତ୍ତିି।
ଭୁବନେଶ୍ୱର: ଏଣିକି ଡେରିରେ ଅଫିସ ଆସିଲେ ପଡ଼ିବେ ଧରା। ହେବ ଅଫିସରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ। ଏଣିକି ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟିକ୍।
ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ବାୟୋମେଟିକ୍ ଲାଗୁ ହେବା ନେଇ ହୋଇଛି ନିଷ୍ପତି।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏନେଇ ନେଇଛନ୍ତି ନିଷ୍ପତ୍ତିି।
ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର।