fbpx

‘ମଣିଷଙ୍କୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ’: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଭୁବନେଶ୍ୱର: ମଣିଷଙ୍କୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି। ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ସଜାଗ ରହିଛି। ଏଥିସହ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନ ହେବାକୁ ପରାମର୍ଶ ଦିଆଯାଇଛି।

Get real time updates directly on you device, subscribe now.