fbpx

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ

ଓଡ଼ିଶା ଭାସ୍କର: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ । ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମାରୋହରେ ସାମିଲ ଅଛନ୍ତି ।

Get real time updates directly on you device, subscribe now.