ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲା, ଆସନ୍ତାକାଲି ୧୨ ଘଣ୍ଟିଆ ରାଇଘର ବନ୍ଦ ଡାକରା ଦେଲା ବିଜେଡି

ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ବନ୍ଦ ଡାକରା। ଆସନ୍ତାକାଲି ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଲା ବିଜେଡି।

ଉମରକୋଟ: ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ବନ୍ଦ ଡାକରା। ଆସନ୍ତାକାଲି ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଲା ବିଜେଡି।

ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ବିଜେଡିର ବନ୍ଦ ପାଳନ ଡାକରା। ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବିଜେଡିର ବନ୍ଦ ଡାକରା।ଏନେଇ ସୂଚନା ଦେଲେ ଜିଲ୍ଲା ବିଜେଡି ସଭାପତି ମନୋହର ରନ୍ଧାରୀ।