fbpx

୨ଟି ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା, ଜାଣନ୍ତୁ କାହା ନାଁ ସାମିଲ?

ବାଲେଶ୍ୱର,୧୨ ।୧୦(ଓଡିଶା ଭାସ୍କର): ରାଜ୍ୟର ୨ଟି ଉପନିର୍ବାଚନ ପାଇଁ ଆଜି ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ୱର ସଦର ପାଇଁ ଶ୍ରୀ ସ୍ୱରୂପ କୁମାର ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ଅନ୍ୟପଟେ ତିର୍ତ୍ତୋଲରୁ ବିଜେଡି ପକ୍ଷରୁ ଲଢିବେ ବିଜୟ ଶଙ୍କର ଦାସ । ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ ହେଉଛନ୍ତି ବିଜୟ ଶଙ୍କର ଦାସ । ୨ ପ୍ରାର୍ଥୀଙ୍କ ନାଁରେ ଆଜି ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.