fbpx

ବିଜେଡିର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ଭୁବନେଶ୍ୱର,୨୦ ।୧୨(ଓଡିଶା ଭାସ୍କର): ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଯାଇଛି । ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ୨୦୧୯ ନିର୍ବାଚନ ପରେ ପ୍ରଥମ ଥର ବସିଛି କାର୍ଯ୍ୟକାରିଣୀ ବୈଠକ । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ରହିଛନ୍ତି । ଏହା ସହ ଆସନ୍ତାକାଲି ଦଳର ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକ ହେବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.