fbpx

ଆସିଲା ବିଜେଡ଼ିର ପଦାଧିକାରୀ ତାଲିକା

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ ହୋଇଛି । ୮ଜଣଙ୍କୁ ବରିଷ୍ଠ ଉପସଭାପତି ଓ ୯ଜଣଙ୍କୁ ଉପସଭାପତି ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସବର୍ମା ହୋଇଛନ୍ତି ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ।
୮ ବରିଷ୍ଠ ଉପସଭାପତି- ଅନଙ୍ଗ ଉଦୟ ସିଂହଦେଓ, ପ୍ରସନ୍ନ ଆଚାର୍ଯ୍ୟ, ବିମ୍ବାଧର କୁଅଁର, ପ୍ରସନ୍ନ ପାଟ୍ଟସାଣୀ, ପ୍ରଫୁଲ ସାମଲ, ଅନନ୍ତ ଦାସ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା
୯ ଉପସଭାପତି- ମଙ୍ଗଳା କିଷାନ, ସୌମ୍ୟରଞ୍ଜନ ପଟ୍ଟନାୟକ, ଦେବୀ ମିଶ୍ର, ବିକ୍ରମ ଆରୁଖ, ଉଷା ଦେବୀ, ପ୍ରମିଳା ମଲ୍ଲିକ, ବଦ୍ରି ପାତ୍ର, ପ୍ରଦୀପ ଅମାତ, ପଦ୍ମନାଭ ବେହେରା ।
୯ଜଣ ଉପସଭାପତିମାନଙ୍କୁ ବିଭିନ୍ନ କ୍ଷେତ୍ର ପାଇଁ ଦାୟିତ୍ୱ ମଧ୍ୟ ବଣ୍ଟନ କରାଯାଇଛି ।

Get real time updates directly on you device, subscribe now.